ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସଚ୍ଚି ରାଉତରାୟଙ୍କ ଲେଖା

 ୧ଛୋଟ ମୋର ଗାଆଁ ଟି

ସଚ୍ଚି ରାଉତରାୟ

ଛୋଟ ମୋର ଗାଆଁଟି
ଭୂଗୋଳ ପୋଥି-ପତରେ ପଛେ ନ ଥାଉ ତାର ନାଆଁଟି
ମାଟିର ସେଇ ସରଗ ମୋର,
ସେଇଠି ଅଛି ମୋ ଷଠୀଘର।
ଜଳିବ ପୁଣି ସେଇଠି ଶେଷେ
ମୋହରି ଚିତା ନିଆଁଟି।
ଛୋଟ ମୋର ଗାଆଁଟି।

( ମତାମତ ଦିଅନ୍ତୁ →

 ୨ମଶାଣିର ଫୁଲ

ସଚ୍ଚି ରାଉତରାୟ

ପୋଡ଼ାବସନ୍ତ ଶାସନର ଜଗୁ ତିଆଡ଼ି କୀର୍ତ୍ତନ କରେ, ମୃଦଙ୍ଗ ବଜାଏ, ଗଞ୍ଜେଇ ଖାଏ, ଆଉ ମୁର୍ଦ୍ଦାର ପୋଡ଼େ୤ ଭଲ ମଡ଼ାଚଣ୍ଡିଆ ଭାବରେ ସେ ଖଣ୍ଡମଣ୍ଡଳରେ ଜଗୁର ବେଶ୍‌ ଗୋଟାଏ ନାଆଁ ବି ଅଛି୤ ମୁର୍ଦ୍ଦାରଟା ଯେବେ ଜୁଇ ନିଆଁ ଉପରେ ସେଁ…

( ମତାମତ - 4ଟି )

 ୩ଆଙ୍ଗୁଠି

ସଚ୍ଚି ରାଉତରାୟ

ବଡିଭୋର୤ କଣ୍ଟା-ନଟିର ସାବଜା ପତ୍ର ପରେ ଜହ୍ନ ଆଲୁଅ ଶେତା ଦେଖାଗଲାଣି୤ ପଠାଣ ସାହିର ଗୋଟାଏ ଚାଳ ଉପରେ ବସି ତୋମିଜ୍‌ ମିଆଁର ଗଞ୍ଜାଟା ଚୁଳ ଝାଡି ଡାକ ଛାଡିଛି – ଚ-କ-ଅ-ଧ-ର-ର-ଖ-ଅ-ଅ…୤ ଓଦାମାଟିର ସୁରାକ ପାଇ କାନଶିରି ଗଛର ଅରମା…

( ମତାମତ - 1ଟା )

 
 
 

♦ ପାଠକୀୟ ମତାମତ