ନବ ପ୍ରତିଭା

ସ୍ମୃତି
|- ସନ୍ତୋଷ ଜଗତ
ବିକ୍ଷିପ୍ତ ଭାବନା
|- ପ୍ରଜ୍ଞା ପାରମିତା ମହାନ୍ତି, ପୁରୀ, ଓଡିଶା
ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ପ୍ରଚ୍ଛଦ

୧୧ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ତିନି ବର୍ଷର ସମ୍ମାନ ପାଇଁ ନାମ ଘୋଷଣା

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବିଗତ ତିନି ବର୍ଷ ପାଇଁ ଏହାର ସର୍ବୋଚ୍ଚ ସମ୍ମାନ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର ପାଇଁ ପ୍ରଥିତଯଶା ସାହିତ୍ୟିକଙ୍କ ନାମ ଘୋଷଣା କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୧୨ଲିଙ୍ଗରାଜ ଏବଂ ଓଡ଼ିଶାରେ ଅଶୋକାଷ୍ଟମୀ

ଏକ୍ରାମ କ୍ଷେତ୍ରର ଅଧୀଶ୍ବର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ୤ ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ…

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 2ଟି )

୧୩ନୂତନ ରୂପରେ ମଧୁସୂଦନ ରାଓଙ୍କ ବର୍ଣ୍ଣବୋଧ ପ୍ରକାଶିତ

ଓଡ଼ିଆ ଘରର ପିଲା ପ୍ରଥମେ ଯେଉଁ ବହିକୁ ଧରି ଓଡ଼ିଆ ଶିକ୍ଷା ଆରମ୍ଭ କରେ ସେହି ବହି ହେଉଛି ‘ବର୍ଣ୍ଣବୋଧ’୤ ଭକ୍ତକବି ମଧୁସୂଦନ ରାଓଙ୍କ ଦ୍ବାରା ଲିଖିତ ‘ବର୍ଣ୍ଣବୋଧ’ ଓଡ଼ିଆ ଭାଷା ଶିକ୍ଷାର ଶିଶୁବେଦ୤ ଊନବିଂଶ ଶତାବ୍ଦୀର ଶେଷ ଆଡ଼କୁ ଓଡ଼ିଆ ଭାଷା ଓ ସାହିତ୍ୟର ସ୍ଥିତିକୁ ତୃଣମୂଳସ୍ତରରୁ ଦୃଢ଼ କରିବା ଉଦ୍ଦେଶ୍ୟରେ ମଧୁସୂଦନ ରାଓ ଏହି ବହିକୁ ରଚନା କରିଥିଲେ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 7ଟି )

୧୪ଓଡ଼ିଆକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ସରକାରୀ ତତ୍ପରତା : ସ୍ବତନ୍ତ୍ର କମିଟି ଗଠନ

ଓଡ଼ିଆକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି୤ ବିଗତ କିଛି ବର୍ଷ ଧରି ବିଭିନ୍ନ ବେସରକାରୀ ସାରସ୍ବତ ସଂସ୍ଥା ଓ ସଙ୍ଗଠନ ଏ ପ୍ରସଙ୍ଗରେ ବିଭିନ୍ନ ଉଦ୍ୟମ କରି ଆସୁଥିଲେ ମଧ୍ୟ ରାଜ୍ୟ ସରକାର ଏ ବାବଦରେ କିଛି କରି ନଥିଲେ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୧୫ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଅତିବଡ଼ି ଓ ଏକାଡ଼େମୀ ପୁରସ୍କାର ପ୍ରଦାନ ଉତ୍ସବ

ରାଜ୍ୟର ଭାଷା-ସାହିତ୍ୟର ବିକାଶ ସହିତ ପ୍ରଚାର ଓ ପ୍ରସାର କ୍ଷେତ୍ରରେ ବର୍ତ୍ତମାନର ଯୁବ ସାହିତ୍ୟିକମାନେ ବିଶେଷ ଦୃଷ୍ଟିଦେବା ଆବଶ୍ୟକ ବୋଲି ସଂସ୍କୃତି ମନ୍ତ୍ରୀ ମହେଶ୍ବର ମହାନ୍ତି ମତବ୍ୟକ୍ତ କରିଛନ୍ତି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୧୬ଓଡ଼ିଆ ଭାଷାର ପ୍ରସାର ପାଇଁ ସବ୍‌ କମିଟି: ଅଧିକ ମଧୁ ବର୍ଣ୍ଣବୋଧ ଛାପିବାକୁ ନିଷ୍ପତ୍ତି

ଓଡ଼ିଆ ଭାଷାର ବିକାଶ ଓ ପ୍ରଚାର ପ୍ରସାର ପାଇଁ ଏକ ସବ୍‌ କମିଟି ଗଠନ କରାଯିବ୤ ଏହା ବ୍ୟତୀତ କାଳଜୟୀ ପୁସ୍ତକଗୁଡ଼ିକର ପୁନଃ ପ୍ରକାଶନ କରାଯିବ୤ ଏଥିପାଇଁ ଅନ୍ୟଏକ ସବ୍‌ କମିଟି ମଧ୍ୟ ଗଠନ ହେବ ବୋଲି ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 3ଟି )

୧୭‘କାଦମ୍ବିନୀ’ ପକ୍ଷରୁ ଜାତୀୟସ୍ତରୀୟ ଲେଖକ ସମ୍ମିଳନୀ ଓ ପତ୍ରିକା ହାଟ ଅନୁଷ୍ଠିତ

ଜଗତୀକରଣ ଫଳରେ ଯାହା କ୍ଷତି ହେଉ ବା ଲାଭ ହେଉ, ସାହିତ୍ୟ ଓ ସଂସ୍କୃତି ପାଇଁ କିନ୍ତୁ ଏହା ଆଶୀର୍ବାଦ ପାଲଟିଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୧୮୨୦୦୯ ଓ ୨୦୧୦ ମସିହା ପାଇଁ ଓଡ଼ିଶା ସାହିତ୍ୟ ଏକାଡ଼େମୀ ପୁରସ୍କାର ଘୋଷଣା

୨୦୦୯ ଓ ୨୦୧୦ ମସିହା ପାଇଁ ଓଡ଼ିଶା ସାହିତ୍ୟ ଏକାଡ଼େମୀର ପୁରସ୍କାର ପାଇଁ ୨୧ଜଣ ଲେଖକଙ୍କୁ ଚୟନ କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୧୯ଜ୍ଞାନପୀଠ ପୁରସ୍କାର ପାଇବେ ବିଶିଷ୍ଟ ଔପନ୍ୟାସିକା ପ୍ରତିଭା ରାୟ

ଖ୍ୟାତନାମା ଔପନ୍ୟାସିକ ଡ.ପ୍ରତିଭା ରାୟ ଭାରତୀୟ ଭାଷା ସାହିତ୍ୟର ସର୍ବୋଚ୍ଚ ତଥା ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 6ଟି )

୨୦କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା: ଓଡ଼ିଆ ପାଇଁ ଗୌରହରି ଦାସ ପାଇବେ ସମ୍ମାନ

ଗତକାଲି କେନ୍ଦ୍ରସାହିତ୍ୟ ଏକାଡେମୀ ପକ୍ଷରୁ ୨୦୧୨ ବର୍ଷ ପାଇଁ ସାରସ୍ବତ ପୁରସ୍କାର ଘୋଷଣା କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

ପୃଷ୍ଠା : 
 
 
 

♦ ପାଠକୀୟ ମତାମତ