ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ନାଟକ

 ୧ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପକ୍ଷରୁ ରାଜ୍ୟସ୍ତରୀୟ ଓଡ଼ିଆ ନାଟକ ମହୋତ୍ସବ ରଙ୍ଗ ସଙ୍ଗମ ଉଦ୍‌ଘାଟିତ

ଜୀବନକୁ ବୁଝି ହୁଏ ନାହିଁ କିନ୍ତୁ ଜୀବନ ବଞ୍ଚାଯାଏ୤ ଏହାଥିଲା ୨୬ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ସିଭିକ୍‌ ସେଣ୍ଟରଠାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଓଡ଼ିଆ ନାଟକ ମହୋତ୍ସବ ରଙ୍ଗ ସଙ୍ଗମର ପ୍ରଥମ ରଜନୀରେ ପ୍ରଦର୍ଶିତ ନାଟକ ଅସ୍ଥାୟୀ ଠିକଣାର ବାର୍ତ୍ତା୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

 
 
 

♦ ପାଠକୀୟ ମତାମତ