ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ଓଡ଼ିଶା ସାହିତ୍ୟ ଏକାଡ଼େମୀର ପ୍ରତିଷ୍ଠା ଦିବସ ଅବସରରେ ସ୍ବାଭାବକବି ଗଙ୍ଗାଧର ମେହେରଙ୍କ ୧୫୦ତମ ଜୟନ୍ତୀ ଏବଂ ସାରସ୍ବତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ଏହି ଉତ୍ସବରେ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୩୩ ଜଣ ବ୍ୟକ୍ତିତ୍ବଙ୍କୁ ମାନପତ୍ର, ଉପଢ଼ୌକନ ଏବଂ ଅର୍ଥରାଶି ସହିତ ସମ୍ବର୍ଦ୍ଧିତ କରାଯାଇଛି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ ଦିଅନ୍ତୁ →
ଓଡ଼ିଶା ସାହିତ୍ୟ ଏକାଡ଼େମୀ ପଷରୁ ୨୦୧୧ ଓ ୨୦୧୨ ବର୍ଷ ପାଇଁ ମୋଟ ୩୩ଜଣ ସାରସ୍ବତ ସାଧକଙ୍କୁ ସମର୍ଦ୍ଧିତ କରାଯିବ ବୋଲି ସୂଚନା ମିଳିଛି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ - 2ଟି )
୧୯୫୭ ମସିହାରେ କେନ୍ଦ୍ର ସରକାରଙ୍କ ଦ୍ବାରା ଏକ ସ୍ବତନ୍ତ୍ର ଅନୁଷ୍ଠାନ ଭାବେ ସ୍ଥାପିତ ହୋଇଥିବା ନେସ୍ନାଲ୍ ବୁକ୍ ଟ୍ରଷ୍ଟ(ଏନ୍ବିଟି) ଓଡ଼ିଶାରେ ଏକ ଆଞ୍ଚଳିକ କାର୍ଯ୍ୟାଳୟ ଖୋଲିବ ବୋଲି ସୂଚନା ମିଳିଛି ପୂର୍ବରୁ ଏହି ସଂସ୍ଥାର ତିନୋଟି ଆଞ୍ଚଳିକ କାର୍ଯ୍ୟାଳୟ କୋଲ୍କାତା, ବାଙ୍ଗାଲୋର ଓ ମୁମ୍ବାଇରେ ରହିଥିଲାବେଳେ ଖୁବ୍ ଶୀଘ୍ର ଭୁବନେଶ୍ବର, ହାଇଦ୍ରାବାଦ ଓ ଗୋଆ ଠାରେ ତିନୋଟି ଶାଖା କାର୍ଯ୍ୟାଳୟ ଖୋଲିବାର ଯୋଜନା ରହିଛି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ ଦିଅନ୍ତୁ →
ରାଉରକେଲା: ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦର ୪୧ତମ ବାର୍ଷିକୋତ୍ସବ, ସାରସ୍ବତ ସମ୍ମାନ, ପୁସ୍ତକ ଲୋକାର୍ପଣ ଓ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ସେକ୍ଟର-୭ ମଧୁମଣ୍ଡପ ପରିସରରେ ଅନୁଷ୍ଠିତ ଏହି ସମାରୋହରେ ସହର ଏବଂ ଆଖପାଖ ଅଞ୍ଚଳର ଶତାଧିକ…
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ ଦିଅନ୍ତୁ →
୧୫ ତାରିଖରୁ ସହରର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ କଲ୍ଚରାଲ୍ ଏକାଡେମୀ ପକ୍ଷରୁ ଆରମ୍ଭ ହୋଇଥିବା ସୁବର୍ଣ୍ଣ ଜୟନ୍ତୀ ସମାରୋହର ଅଂଶ ସ୍ବରୂପ୧୬ ତାରିଖ ଦିନ “ଜନଜୀବନ ଓ ସାହିତ୍ୟ” ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ ଦିଅନ୍ତୁ →
ଇସ୍ପାତ ସହରର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଆଦର୍ଶ ପାଠାଗାର ପକ୍ଷରୁ ଓଡ଼ିଆ ନବବର୍ଷ ଉପଲକ୍ଷେ ମହାବିଷୁବ ମିଳନ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ ଦିଅନ୍ତୁ →
ରାଉରକେଲା: ଓଡ଼ିଆ ଭାଷା ଓ ସାହିତ୍ୟକୁ ସମଗ୍ର ବିଶ୍ବର କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ଇଣ୍ଟରନେଟ୍ ମାଧ୍ୟମରେ ଏକ ଅନନ୍ୟ ପ୍ରୟାସ ଭାବେ ଆରମ୍ଭ ହୋଇଥିବା ଓଡ଼ିଆ ସାହିତ୍ୟ ଡଟ୍ କମ୍ ପୋର୍ଟାଲ୍ ଏବେ ତୃତୀୟ ବର୍ଷରେ ପଦାର୍ପଣ କରିଛି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ - 8ଟି )
“ନିର୍ବାଣ” ପୁସ୍ତକର ଲେଖକ ମନୋଜ ମହାପାତ୍ର ଫେରାଇଥିବା ପୁରସ୍କାରକୁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଗ୍ରହଣ କରାଯାଇଛି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ ଦିଅନ୍ତୁ →
ଶ୍ରୀଜଗନ୍ନାଥଙ୍କ ଇଚ୍ଛାରେ ଏହି କ୍ଷେତ୍ର ପବିତ୍ର ଏ ଶଙ୍ଖ କ୍ଷେତ୍ରରେ ଅଷ୍ଟଶମ୍ଭୁ ପ୍ରଦକ୍ଷିଣ କରନ୍ତି ମହାପ୍ରଭୁଙ୍କ ସୁରକ୍ଷାବଳୟ ମଧ୍ୟରେ ଏ କ୍ଷେତ୍ର ରହିଛି ମାନବ ଏହି କ୍ଷେତ୍ରରେ ପାଦ ଦେଲେ ମୁକ୍ତି ପାଏ ତଥା ମହାପ୍ରଭୁଙ୍କର ବାର ମାସରେ ତେର ଯାତ ଦର୍ଶନ କଲେ ମୋକ୍ଷ ପ୍ରାପ୍ତି ହୁଏ
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ - 2ଟି )
ରାଉରକେଲା: କଲମରେ ଲେଖାଯାଇଥିବା ଲେଖା ଅମର ହୋଇଥାଏ ବିଭିନ୍ନ ଶତାବ୍ଦୀରେ ଲେଖାଯାଇଥିବା ଉତ୍କୃଷ୍ଟ ସାହିତ୍ୟରୁ ତତ୍କାଳୀନ ସମାଜ, ସଂସ୍କୃତି, ପରମ୍ପରା ଏବଂ ଚଳଣି ବାବଦରେ ଜାଣିବାର ସୁଯୋଗ ମିଳିଥାଏ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ରୂପା ରୋଶନ ସାହୁ କହିଛନ୍ତି
ଓଡ଼ିଆସାହିତ୍ୟ ପ୍ରେସ୍ ( ମତାମତ - 5ଟି )