ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ଘିଅମିଶା ସିନ୍ଦୁରକୁ କପାଳରେ ଗୋଲ କରି ଲଗେଇଲା ରମେଇ ମାଁ ଆଖିରେ କଜ୍ବଳ, ବେକରେ ମନ୍ଦାର ହାର, ମୁକୁଳା ଘନକେଶ ମାଟି କାନ୍ଥରେ ଟଙ୍ଗା ହୋଇଥିବା ଦର୍ପଣରେ ନିଜର ପରିବର୍ତ୍ତିତ ମୁହଁଟାକୁ ପରଖି ନେଲା ହଁ …. ସବୁ ଠିକ୍ଅଛି ଆଶ୍ବସ୍ତ…
ଲିପିକା ମହାପାତ୍ର, କ୍ୟାଲିଫର୍ଣ୍ଣିଆ, ଆମେରିକା ( ମତାମତ - 17ଟି )