/  ଅନ୍‌ଲାଇନ୍ ଓଡ଼ିଆ
/  ପ୍ରଶ୍ନୋତ୍ତର
/  

Loading...

ଗଳ୍ପ

କଳାଧନର ବିଷଚକ୍ର

ଏକଥା ସତ ଯେ, ପୂର୍ବକାଳ ଅପେକ୍ଷା ବର୍ତ୍ତମାନ ଧନ ଉପାର୍ଜନ ପାଇଁ ଯଥେଷ୍ଟ ସୁଯୋଗ ସୃଷ୍ଟି କରାଯାଇପାରିଛି। ସରକାରମାନେ ଧନସମ୍ପଦ ଜନ୍ମ କରିପାରିବେ ନାହିଁ କିମ୍ବା ଜୋର୍‌..

ନେତାଙ୍କ ହାଟ

ବିଧାନସଭାର ଫଳ ଥିଲା ଅମୀମାଂସିତ। …ଗଣକଂଗ୍ରେସ କିମ୍ବା ଜନ ସଂକେତ – କାହାରି ପାଖରେ ସେହି ମ୍ୟାଜିକ୍‌ ଏକାଅଶି ନ ଥିଲେ। ଶହେ ଷାଠିଏ ସଭ୍ୟ ବିଶିଷ୍ଟ..

ନିରବ ଝଡ଼

ଗୋଟେ ବୋଲି ପୁଅ। ଘରକୁ ନ ଫେରିବା ଯାଏଁ ବସିଥାଏ ଫାତିମା। ଚାରିଟାଯାକ ଝିଅ ଯାହାତାହା ଖାଇଦେଇ ଶୋଇବାକୁ ଚାଲିଯାନ୍ତି। ଶେଯକୁ ଯାଆନ୍ତି ସିନା, ତାଙ୍କୁ ନିଦ..

ଚାକୁଣ୍ଡା ବୁଣିଲେ ଉଠଇ ନାହିଁ

ରାଜା ବିନାୟକ ଯଦୁମଣିଙ୍କୁ ଜମି ଖଣ୍ଡିଏ ନିଷ୍କରରେ ଦେବାକୁ ରାଜ କଚେରିର ବେବର୍ତ୍ତା ପଟ୍ଟନାୟକଙ୍କୁ ଆଦେଶ ଦେଲେ। ଦିନ ପରେ ଦିନ ଅତିବାହିତ ହେଲା। ଯଦୁମଣି ଜମି..

ମନ୍ଦାରଗଡ଼ର ମମତାମୟୀ

ଅଧ୍ୟାପକ ସୁମନ୍ତ ମହାନ୍ତି ମନ୍ଦାରଗଡ଼ର ସାମନ୍ତ ଶ୍ରୀଚନ୍ଦନ ରାୟ ମହାପାତ୍ରଙ୍କ ବାଟଘର ତକ୍ତପୋଷ ଉପରେ ନିଘୋଡ଼ ନିଦରୁ ଉଠିପଡ଼ିଲା। କ’ଣ ଗୋଟେ ବିକଟାଳ ରଡ଼ି ଶୁଣିବା ପରି..

ଭୋଜି

ନାନୀ କହିଛି କାଲି ଗାଧୁଆବେଳେ ଭୋଜି-ସେ ନାନୀ ସାଙ୍ଗରେ ଇସ୍କୁଲୁକୁ ଯିବ। ରାତିଯାକ ବିନ ଆଖିରେ ନିଦ ନାହିଁ। ଥରକୁ ଥର ମା’କୁ ନିଦରୁ ଉଠେଇ ପଚାରୁଛି..

କଙ୍କାଳର ସ୍ମୃତିଲିପି

ପଦ୍ମପଲାଶ-ଲୋଚନ….ଅର୍ଦ୍ଧେନ୍ଦୁଲଲାଟ…ଚନ୍ଦ୍ରମୁଖ….ଜବାଧର….ଗୋଲାପଗଣ୍ଡ….ମୃଣାଳବାହୁ……ଚମ୍ପକାଙ୍ଗୁଳି- ଜୀବନ୍ତ ଓ ଯୌବନକୁ ଘେନି ତ କାବ୍ୟ। ଏ ତ ଗୋଟାଏ କଙ୍କାଳ-ଉଲଗ୍ନ…ନିରଳଙ୍କାର; କାହାର ଗେଲବସର ପୁତ୍ର ଥିଲା ସେ। କାହାର ଅଲିଅଳି କନ୍ୟା? କାହାର..

ଚୋରାବାଲି

‘ଖାଲି ଦୁଃଖ, ଦୁଃଖ। ଖାଲି ଭୋକିଲା ପେଟ, ଛିଣ୍ଡା ଲୁଗା। ଏମିତି ଲୁହବୁହା କଥା ଶୁଣି ଶୁଣି ହାଲିଆ ଲାଗିଲାଣି।’ ‘ତେବେ?’ ‘ତେବେ- ଦୁନିଆରେ କ’ଣ ଆମୋଦ..

ଅନୁରକ୍ତି

ବୈଶାଖର ପ୍ରଚଣ୍ଡ ରୌଦ୍ର। ବାବାଙ୍କ ଅସୁସ୍ଥତାରେ ବିବ୍ରତ ହୋଇ ମୋ ସ୍ତ୍ରୀ ଓ ପିଲାମାନେ ଘରକୁ ଚାଲି ଯାଇଛନ୍ତି। ମୁଁ ଏଠି ଏକା। ହୋଟେଲ୍‌ରେ ଖାଉଥାଏଁ। ମନ..

କନ୍ୟାରତ୍ନ

‘ପୁଅକୁ ପକା, ଝିଅ ଥିଲେ ମୋର ଷାଠିଏ ଟଙ୍କା’- ଏ ପ୍ରବାଦଟି ଆମ୍ଭେ ପିଲାବେଳେ ଗାଁର ଜଣେ ଦି’ ଜଣ ମାଉସୀ ସ୍ଥାନୀୟା ଭଦ୍ରମହିଳା କହିବାର ଶୁଣିଥିଲୁ।..

ଦଉଡ଼

ସମୁଦ୍ରର ବାଲିପନ୍ତା ଉପରେ ସେ ଗୋଟାଏ ଲମ୍ବ ଲଟା, ତା ଚେର ପାଇଁ ମାଟି ନାହିଁ, ଖାଲି ଘୁଙ୍ଗା ବାଲି, ମିଠା ପାଣି ନାହିଁ। ସମୁଦ୍ରର ଉଛୁଳା..

ନିସ୍ତରଙ୍ଗ

ମିତା! ବୋଧହୁଏ କାନ୍ଦି ପକାଇଥାନ୍ତା କିମ୍ବା ମନକୁ ମନ ହସିଥାନ୍ତା। ଅଥଚ ସେ କାନ୍ଦିଲାନି କି ହସିଲାନି। ବେଶ୍‌ କିଛିଦିନ ହେଲା ସେ ହସ ଓ କାନ୍ଦର..

ଉତ୍ତରଣ

ଶମ୍ଭୁଚରଣ କବି ବନିଯିବା ଆମ ପାଖରେ ଯେତିକି ଆଶ୍ଚର୍ଯ୍ୟଜନକ ଘଟଣା ନ ଥିଲା, ତା’ଠୁ କାହିଁକି କେତେଗୁଣ ବିସ୍ମୟକର ଘଟଣା ଥିଲା ଶମ୍ଭୁଚରଣ ଦାତାକର୍ଣ୍ଣ ବନିଯିବା। ଏମିତିରେ..

ସାହିତ୍ୟର ଗୁଣ

ଉତ୍କଳ ସାହିତ୍ୟର ଧାରାବାହିକ ପୂର୍ଣ୍ଣାଙ୍ଗ ଇତିହାସ ଏପର୍ଯ୍ୟନ୍ତ ପ୍ରକାଶିତ ହୋଇନାହିଁ। ତଥାପି ଯେଉଁମାନେ ଏହି ସାହିତ୍ୟର ଅନୁଶୀଳନରେ ବ୍ରତୀ, ସେମାନେ ଜାଣନ୍ତି, ଆମ୍ଭମାନଙ୍କ ମାତୃଭାଷାର ସାହିତ୍ୟରେ କ’ଣ..

ଦେବୀ

ମଦନ ଯେତେବେଳେ ଧୀରେ ଧୀରେ ଆଖି ଖୋଲି ଯନ୍ତ୍ରଣାରେ ଦୀର୍ଘ ‘ଉଃ’ ଶବ୍ଦ କଲା, ସେ ଜାଣିପାରିଲା ନାହିଁ ସେ କେଉଁଠି ଅଛି। ଡେବିରି ଆଣ୍ଠୁ ତଳକୁ..

ଏବେ ମଧ୍ୟ ବଞ୍ଚିଛି

ବେଣୁଧର କ’ଣ କରିବ କିଛି ଠିକ୍‌ କରିପାରିଲା ନାହିଁ। ଯେତେବେଳେ ଗାଁ’ଯାକ ବାହାରନ୍ତି ସାହାଯ୍ୟ କେନ୍ଦ୍ରକୁ ସାହାଯ୍ୟ ପାଇଁ, ବେଣୁଧର ପିଣ୍ଡାରେ ତୁନି ହୋଇ ଠିଆହୁଏ। ଭାବେ,..

NEWSLETTER

Enter your email address below to subscribe to my newsletter

ଆପଣଙ୍କ ଭୋଟ

How Is My Site?

View Results

Loading ... Loading ...
ଲୋକପ୍ରିୟ ଲେଖା
ପ୍ରବାସରେ ସାହିତ୍ୟ
advertisement
ads
ପାଠକୀୟ ମତାମତ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭

ଲେଖା ପଠାନ୍ତୁ →
ଶୀର୍ଷପୃଷ୍ଠା TOP