ଅନ୍ଧର ଅହମିକା
ସଉରି ପାଇକରାୟ ସେମିତି ଖୁଣ୍ଟଟା ପରି ବସିଛି। ହୁଙ୍କୁ ନାହିଁ କି ଚଙ୍କୁ ନାହିଁ। ଗଲା ଦୁଇତିନି ଦିନ ହବ ଅନବରତ ଝଡ଼ି ବରଷା ଗାଜି ଦେଇ..
Loading...
ସ୍ମରଣୀୟ ଲେଖା
ସଉରି ପାଇକରାୟ ସେମିତି ଖୁଣ୍ଟଟା ପରି ବସିଛି। ହୁଙ୍କୁ ନାହିଁ କି ଚଙ୍କୁ ନାହିଁ। ଗଲା ଦୁଇତିନି ଦିନ ହବ ଅନବରତ ଝଡ଼ି ବରଷା ଗାଜି ଦେଇ..
ଅଠାନବେ ମସିହାର କେଉଁ ଏକ ପଉଷ କାଳର ଭିଜା ଶୀତୁଆ ସଞ୍ଜରେ ଭେଟିଥିଲି ତାକୁ, ଇବ୍ ନଈ ଆରପାରି ବନ୍ଧପାଲି ଗାଁ ମୁଣ୍ଡ ଶାଳବଣ ଉହାଡ଼ରେ ବାଣ୍ଟି..
(ରାଗ-ମଙ୍ଗଳ) ରୁଚିର ଶରଦକାଳ ବିରାଜିଲା ଆସି, ହସିଲା ଧରଣୀରାଣୀ ଶୋଭା ପରକାଶି। କାଶତଣ୍ଡୀ ଫୁଲେ ମହୀ ଦିଶଇ ଧବଳ, ସରୋବରେ ଫୁଟିଛନ୍ତି କୁମୁଦ କମଳ। ସୁନ୍ଦର ମାଳତୀ..
ପୋଡ଼ାବସନ୍ତ ଶାସନର ଜଗୁ ତିଆଡ଼ି କୀର୍ତ୍ତନ କରେ, ମୃଦଙ୍ଗ ବଜାଏ, ଗଞ୍ଜେଇ ଖାଏ, ଆଉ ମୁର୍ଦ୍ଦାର ପୋଡ଼େ। ଭଲ ମଡ଼ାଚଣ୍ଡିଆ ଭାବରେ ସେ ଖଣ୍ଡମଣ୍ଡଳରେ ଜଗୁର ବେଶ୍..
ପଧାନ ଘରର ପୁରିଉଠିଥିବା ଶିରୀ ଦେଖି ଆଖପାଖରେ ଲୋକମାନେ ଅଥୟ ହୋଇପଡ଼ିଲେ। ସମସ୍ତଙ୍କ ମୁହଁରେ ଖାଲି ହାଇ ହାଇ। କାହାର ଛାତି କରତି ନ ହେଉଛି, ଏମିତି..
ମୋର ସକଳ ଗର୍ବ ଚୂର୍ଣ୍ଣ କରିଛ, ସବୁ ତ ନେଇଛ ଛଡ଼ାଇ, ଆଶାର ତୁଙ୍ଗ ଶିଖରୁ ଖସାଇ ଧୂଳିରେ ଦେଇଛ ଗଡ଼ାଇ, ସବୁଥିରୁ କରି ନିଃସ୍ବ ଶିଖାଇ..
ସାହିତ୍ୟର ପାଠକମାନଙ୍କୁ ଆଗକୁ ଜଣାଅଛି ଯେ, ବର୍ତ୍ତମାନ ମୁଁ ପୂର୍ବପରି ଅମାୟିକ ସାଧାସିଧା ମଣିଷ ନୁହେଁ; ବର୍ତ୍ତମାନ ଥୋଡ଼ା ଦିନ ହେଲା ମୁଁ ପୁରା ସଂସାରୀ ବନିଅଛି,..
ଭଦ୍ର ମହିଳା ମୋତେ ପ୍ରଥମରୁ ହିଁ ସଞ୍ଜୟ ବୋଲି ଧରିନେଇଥିଲେ, ମୋର ସେଥିରେ ପ୍ରତିବାଦ କରିବାକୁ ମଧ୍ୟ ସାହାସ ନ ଥିଲା। ଘଟଣାଟା ପ୍ରଥମରୁ କୁହେ। ମୁଁ..
‘ତଦ୍ଗଚ୍ଛ ସିଦ୍ଧୌ କୁରୁ ଦେବକାର୍ଯ୍ୟମ୍।’ (କୁମାରସମ୍ଭବମ୍) ସମ୍ବଲପୁରର ପଶ୍ଚିମ ଦିଗରେ ସହରରୁ ପ୍ରାୟ ଏକମାଇଲ ଦୂରରେ ମଦଲିଆ ମୁହାଣ। ଏଠାରେ ଗୋଟିଏ ପ୍ରାଚୀନ ମନ୍ଦିର ଅଛି। କଳନାଦିନୀ..
ଛୋଟର ଆଦର କରିଥାଏ ଛୋଟ, ବଡ଼ର ଆଦର ବଡ଼, ଫୁଟିଥିଲା ଫୁଲ ସଙ୍ଗେ ସରି କିବା ହେବ କେବେ ଫୁଲକଢ଼! ବଡ଼ ହୁଏ ଯଦି ପୂର୍ଣ୍ଣଚନ୍ଦ୍ର ପରି..
ଆମ ଶାସ୍ତ୍ରକାରମାନେ ବହୁସ୍ଥଳରେ, ବହୁ ଭାବରେ ଗୋଟିଏ କଥା ଉପରେ ଜୋରଦେଇ ସାଧାରଣ ଲୋକଙ୍କୁ କହିଛନ୍ତି। ସେହି କଥାଟି ହେଲା-‘ଆଳସ୍ୟ ମନୁଷ୍ୟ ଶରୀରର ସବୁଠାରୁ ବଡ଼ ଶତ୍ରୁ..
ଜୀବନବାବୁଙ୍କ ମନରେ ଭାରି କଷ୍ଟ। ତାଙ୍କର ଏକମାତ୍ର ସନ୍ତାନ, କନ୍ୟା ମିମି ହୋଇଛି ଭାରି ବୋକା। ପଢ଼ାରେ ତା’ର ମନ ନାହିଁ, ବହି ଧରି ବସିଲେ ଢୁଳାଏ।..
ମାଆ ମାଆ ବୋଲି କେତେ ମୁଁ ଖୋଜିଲି ମାଆକୁ ପାଇଲି ନାହିଁ, ଭାଇ ଭାଇ ବୋଲି କେତେ ମୁଁ ଡାକିଲି ନଦେଲେ ଉତ୍ତର କେହି। ଖୋଜିଲି ଅରଣ୍ୟେ..
ଗଙ୍ଗା ଜେଟୀରେ ଗୋଟିଏ ଷ୍ଟୀମର୍ରେ ଅଶାନ୍ତି ଚିତ୍କାର ଶୁଭୁଛି। ଚୌରଙ୍ଗୀର ଜନବିହୀନ ରାସ୍ତା ବିଜୁଳିବତୀର ନିର୍ଜନ ଆଲୋକରେ ଦିଶୁଛି ପ୍ରେତପୁରୀ ପରି ଅଶରୀରୀ ଓ ରହସ୍ୟାବୃତ। ଚୌରଙ୍ଗୀ-ବଣିଆ..
କବି କଳ୍ପିତ ବିଷୟରେ ନିଜର ପୂର୍ଣ୍ଣ ବିଶ୍ବାସ ସମ୍ବନ୍ଧେ ଆମ୍ଭମାନଙ୍କ ମନରେ ଯଦି ଧ୍ରୁବ ଧାରଣ ଆଣିପାରେ, ତା’ହେଲେ ଯେକୌଣସି ଉପସଂହାରରେ ଉପନୀତ ହେଉପଛକେ, ସେଥିରେ ବିଶେଷ..
ମୁକ୍ତିପାଇଁ ପ୍ରେରଣା ମନୁଷ୍ୟର ଅନ୍ତର୍ନିହିତ। ସସୀମର ଅସୀମରେ ପହଞ୍ଚିବା ହିଁ ମୁକ୍ତି। ଅସୀମ ଆମର ଅତି ପରିଚିତ, ଅତି ନିକଟ, ଅତି ଘନିଷ୍ଠ; ତଥାପି ଅତି ଦୂର,..
Enter your email address below to subscribe to my newsletter
ଅଭୁତପୂର୍ବ, ଭାବାବେଶ, ଜୀବନ ଦର୍ଶନ ରେ ରୁଦ୍ଧିମନ୍ତ କବିତା ଗଭୀର ପ୍ରଶାନ୍ତି ପ୍ରଦାନ କରିବା ସଙ୍ଗେ ସଙ୍ଗେ କଲେଜ ଦିନର.. More
ମହୀୟସୀ କବୟିତ୍ରୀ (କୁନ୍ତଳା କୁମାରୀ ସାବତ)ଙ୍କର ଶେଫାଳି ପ୍ରତି କବିତା ବହୁତ ଉଚ୍ଚକୋଟିର ଏବଂ ତତ୍ତ୍ବ ଭିତ୍ତିକ। ଏଠାର.. More
ସୁନ୍ଦର କବିତା! ସୌଭାଗ୍ୟ କୁମାରଙ୍କର ଆହୁରି ଅନେକ କାଳଜୟୀ କବିତା ରହିଚି। ତନ୍ମଧ୍ୟରୁ କେତୋଟି ପତ୍ରସ୍ଥ କରିବାକୁ ଅନୁର.. More
ଖୁବ୍ ଭଲ ଲାଗିଲା| ସୁନୀଲ୍ ଭାଇ, ଅନେକ ଧନ୍ୟବାଦ। ସମ୍ପୂର୍ଣ ସମପର୍ଣର କଥା ଏଠାରେ ଦେଖେଇଛନ୍ତି। ଆବେଗ ରହିଛି ଏ କବିତାର.. More
ବହୁତ ସୁନ୍ଦର କବିତା। ଶବ୍ଦ ସଂଯୋଜନା ଅତି ଉତ୍ତମ।.. More
ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭