ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ସ୍ମରଣୀୟ ଲେଖା

୧୦୧ଡିମିରି ଫୁଲ

ଅଖିଳମୋହନ ପଟ୍ଟନାୟକ

ଭଦ୍ର ମହିଳା ମୋତେ ପ୍ରଥମରୁ ହିଁ ସଞ୍ଜୟ ବୋଲି ଧରିନେଇଥିଲେ ମୋର ସେଥିରେ ପ୍ରତିବାଦ କରିବାକୁ ମଧ୍ୟ ସାହାସ ନଥିଲା୤
ଘଟଣାଟା ପ୍ରଥମରୁ କୁହେ୤

ଅଖିଳମୋହନ ପଟ୍ଟନାୟକ  ( ମତାମତ - 4ଟି )

୧୦୨ରୂପର ମୂଲ୍ୟ

ଦୟାନିଧି ମିଶ୍ର

ପ୍ରଥମ ପରିଚ୍ଛେଦ: ବିଦାୟ ‘ତଦ୍‌ଗଚ୍ଛ ସିଦ୍ଧୌ କୁରୁ ଦେବକାର୍ଯ୍ୟମ୍‌୤’ (କୁମାରସମ୍ଭବମ୍‌) ସମ୍ବଲପୁରର ପଶ୍ଚିମ ଦିଗରେ ସହରରୁ ପ୍ରାୟ ଏକମାଇଲ ଦୂରରେ ମଦଲିଆ ମୁହାଣ୤ ଏଠାରେ ଗୋଟିଏ ପ୍ରାଚୀନ ମନ୍ଦିର ଅଛି୤ କଳନାଦିନୀ ଚିତ୍ରୋତ୍ପଳା ମନ୍ଦିରର ଚରଣ ପ୍ରକ୍ଷାଳିତ କରି ଶିଳାବନ୍ଧୁର ମାର୍ଗରେ…

ଦୟାନିଧି ମିଶ୍ର  ( ମତାମତ ଦିଅନ୍ତୁ →

୧୦୩ଛୋଟ ବଡ଼

କୁନ୍ତଳା କୁମାରୀ ସାବତ

ଛୋଟର ଆଦର କରିଥାଏ ଛୋଟ, ବଡ଼ର ଆଦର ବଡ଼, ଫୁଟିଥିଲା ଫୁଲ ସଙ୍ଗେ ସରି କିବା ହେବ କେବେ ଫୁଲକଢ଼ ! ବଡ଼ ହୁଏ ଯଦି ପୂର୍ଣ୍ଣଚନ୍ଦ୍ର ପରି ଆଉ ନ ପାରିବ ବଢ଼ି, ଫୁଟିଲା ଫୁଲ କି ଫୁଟେ ଆଉ…

କୁନ୍ତଳା କୁମାରୀ ସାବତ  ( ମତାମତ - 2ଟି )

୧୦୪ଆଳସ୍ୟ

ଆମ ଶାସ୍ତ୍ରକାରମାନେ ବହୁସ୍ଥଳରେ, ବହୁ ଭାବରେ ଗୋଟିଏ କଥା ଉପରେ ଜୋରଦେଇ ସାଧାରଣ ଲୋକଙ୍କୁ କହିଛନ୍ତି୤

ବିନୋଦ କାନୁନ୍‌ଗୋ  ( ମତାମତ ଦିଅନ୍ତୁ →

୧୦୫ଉଠ କଙ୍କାଳ

ଗୋଦାବରୀଶ ମହାପାତ୍ର

ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି, ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀ ! ପୃଥ୍ବୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ, ଖୋରଧାର ଶତ ସରଦାର ଶିର କର ଉନ୍ନତତର ! ଉଠ କଙ୍କାଳ,…

ଗୋଦାବରୀଶ ମହାପାତ୍ର  ( ମତାମତ - 2ଟି )

୧୦୬ମିମିର ସାହିତ୍ୟ ଶିକ୍ଷା

ବାମାଚରଣ ମିତ୍ର

ଜୀବନବାବୁଙ୍କ ମନରେ ଭାରି କଷ୍ଟ୤ ତାଙ୍କର ଏକମାତ୍ର ସନ୍ତାନ, କନ୍ୟା ମିମି ହୋଇଛି ଭାରି ବୋକା୤ ପଢ଼ାରେ ତା’ର ମନ ନାହିଁ, ବହି ଧରି ବସିଲେ ଢୁଳାଏ୤ କିଛି ପ୍ରଶ୍ନ ପଚାରିଲେ ବୋକାଙ୍କ ଭଳି ଚାହିଁ ରହିଥାଏ୤

ବାମାଚରଣ ମିତ୍ର  ( ମତାମତ - 11ଟି )

୧୦୭ସନ୍ତାନର ଉକ୍ତି

ମଧୁସୂଦନ ଦାସ

ମାଆ ମାଆ ବୋଲି କେତେ ମୁଁ ଖୋଜିଲି ମାଆକୁ ପାଇଲି ନାହିଁ, ଭାଇ ଭାଇ ବୋଲି କେତେ ମୁଁ ଡାକିଲି ନଦେଲେ ଉତ୍ତର କେହି୤ ଖୋଜିଲି ଅରଣ୍ୟେ ଜନସମାଜରେ ଖୋଜିଲି ବାରିଧି ତଟ, ସର୍ବତ୍ର ଦେଖିଲି ମାତା ପଦଚିହ୍ନ ନ ହେଲା…

ମଧୁସୂଦନ ଦାସ  ( ମତାମତ - 3ଟି )

୧୦୮ମହାନଗରୀର ରାତ୍ରି

ସୁରେନ୍ଦ୍ର ମହାନ୍ତି

ଗଙ୍ଗା ଜେଟୀରେ ଗୋଟିଏ ଷ୍ଟୀମର୍‌ରେ ଅଶାନ୍ତି ଚିତ୍କାର ଶୁଭୁଛି୤ ଚୌରଙ୍ଗୀର ଜନବିହୀନ ରାସ୍ତା ବିଜୁଳିବତୀର ନିର୍ଜନ ଆଲୋକରେ ଦିଶୁଛି ପ୍ରେତପୁରୀ ପରି ଅଶରୀରୀ ଓ ରହସ୍ୟାବୃତ୤ ଚୌରଙ୍ଗୀ-ବଣିଆ ସଂସ୍କୃତିର ମକ୍କାମଦିନା ! ଟ୍ରାମ୍‌ରାସ୍ତାର ସେପାଖେ ଦଳ ଦଳ ହୋଇ ଶରଣାର୍ଥୀ ଶୋଇଛନ୍ତି…

ସୁରେନ୍ଦ୍ର ମହାନ୍ତି  ( ମତାମତ - 4ଟି )

୧୦୯କବିତାରେ ବିଷୟ ବିଚାର

କବି କଳ୍ପିତ ବିଷୟରେ ନିଜର ପୂର୍ଣ୍ଣ ବିଶ୍ବାସ ସମ୍ବନ୍ଧେ ଆମ୍ଭମାନଙ୍କ ମନରେ ଯଦି ଧ୍ରୁବ ଧାରଣ ଆଣିପାରେ, ତା’ହେଲେ ଯେକୌଣସି ଉପସଂହାରରେ ଉପନୀତ ହେଉପଛକେ, ସେଥିରେ ବିଶେଷ କିଛି ଯାଏଆସେ ନାହିଁ୤ କବିର ଧର୍ମ ବଡ଼ କଥା ନୁହେଁ, କିନ୍ତୁ ସେହି…

ଗୋବିନ୍ଦ ତ୍ରିପାଠୀ  ( ମତାମତ ଦିଅନ୍ତୁ →

୧୧୦ଅସୀମର ଆହ୍ବାନ

ମୁକ୍ତିପାଇଁ ପ୍ରେରଣା ମନୁଷ୍ୟର ଅନ୍ତର୍ନିହିତ୤ ସସୀମର ଅସୀମରେ ପହଞ୍ଚିବା ହିଁ ମୁକ୍ତି୤ ଅସୀମ ଆମର ଅତି ପରିଚିତ, ଅତି ନିକଟ, ଅତି ଘନିଷ୍ଠ; ତଥାପି ଅତି ଦୂର, ଅତି ଅପରିଚିତ୤ ଅସୀମରେ ଆମର ଜନ୍ମ, ବର୍ଦ୍ଧନ, ଅବସାନ; ଅସୀମକୁ ଆମେ ପ୍ରତି…

କପିଳେଶ୍ବର ଦାସ  ( ମତାମତ ଦିଅନ୍ତୁ →

ପୃଷ୍ଠା :  ... ୧୦ ୧୧ ୧୨ ୧୩ ୧୪
 
 
 

♦ ପାଠକୀୟ ମତାମତ