ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ଯୁବ ନାଟକ ମହୋତ୍ସବର ଶୁଭାରମ୍ଭ

ଭୂବନେଶ୍ବର : ସାହିତ୍ୟକୁ ଜୀବନ୍ତ ରୂପରେ ରୁପାୟନ କରିବାରେ ନାଟକର ଭୂମିକା ଅବର୍ଣ୍ଣନୀୟ୤ ସମାଜରେ ଯୁବଶକ୍ତିର ଆବଶ୍ୟକତା ଉପରେ, ସ୍ଥାନୀୟ ରବିନ୍ଦ୍ର ମଣ୍ଡପଠାରେ ନାଟ୍ୟାନୁଷ୍ଠାନ ରଙ୍ଗଭୂମୀ ପକ୍ଷରୁ ଆୟୋଜିତ ୫ ଦିନିଆ ଯୁବ ନାଟ୍ୟ ମହୋତ୍ସବର ଉଦ୍‌ଘାଟନୀ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ନାଟକ ଧ୍ରୁବ୤ ଏହି ନାଟକରେ ନିର୍ଦ୍ଦେଶନା ରବିନ୍ଦ୍ର ନାଥ ଦାସ ଦେଇଥିବା ବେଳେ ପ୍ରଶାନ୍ତ ମହାପାତ୍ର ଏହାର ରଚନା କରିଛନ୍ତି୤

ପାଇଁ ସେମାନଙ୍କୁ ପ୍ରୋତ୍ସାହନ ଦେବାର ଆବଶ୍ୟକତା ଉପରେ ଆଧାରିତ ଏହି ନାଟକ ଜରିଆରେ ଯୁବ ପିଢିକୁ ଅବହେଳା ନକରି ସେମାନଙ୍କ ଭିତରେ ଥିବା ଅର୍ନ୍ତନିହିତ ଶକ୍ତିକୁ ଚିହ୍ନି ଆଗକୁ ବଢିବାର ସୁଯୋଗ ପ୍ରଦାନ କରିବାର ଆବଶ୍ୟକତା ରହିଛି ବୋଲି ସମାଜକୁ ବାର୍ତ୍ତା ପ୍ରଦାନ କରାଯାଇଛି୤ ଏହା ଫଳରେ ସେମାନେ ଏ ଅନ୍ଧକାର ସମାଜରେ ଧ୍ରୁବ ହୋଇ ଠିଆହେବେ୤ ଉକ୍ତ ନାଟକଟି ବେଶ୍ ରୁଚିପୂର୍ଣ୍ଣ ହେବା ସହିତ ବ୍ୟସ୍ତମୟ ଜୀବନ ମଧ୍ୟରୁ ବାହାରି ଆସି ଦର୍ଶକମାନେ କିଛି ମୂହୁର୍ତ୍ତ ପାଇଁ ନାଟକ ଦୁନିଆରେ ନିଜକୁ ହଜାଇ ଦେଇଥିବାର ଦେଖାଯାଇଥିଲା୤ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ସମ୍ମାନୀତ ଅତିଥି ଭାବରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ରମେଶ ମାଝୀ, ମୁଖ୍ୟ ବକ୍ତାଭାବେ ରାମଚନ୍ଦ୍ର ମିଶ୍ର ତଥା ପ୍ରଯୋଜକ ଅମୀୟ ପଟ୍ଟନାୟକ, ଆଇନାର ନିର୍ଦ୍ଦେଶିକା ସ୍ନେହା ମିଶ୍ର ଏବଂ ଅନୁଷ୍ଠାନର ସଭାପତି ଆର. ଏନ୍ ଦାସ ଉପସ୍ଥିତ ରହି ନିଜ ନିଜର ମତ ରଖିଥିଲେ୤ ଏହି କାର୍ଯ୍ୟକ୍ରମଟିକୁ ମିଲନ ସଂଯୋଜନା କରିଥିଲେ୤

ପାଠକୀୟ ଆଦୃତି

88 ଦୃଷ୍ଟି ଆକର୍ଷଣ
ମତାମତ ସଂଖ୍ୟା

ତୁଣ୍ଡ ବାଇଦ

ଆଉ କେତୋଟି ସଂଗ୍ରହ

ଉତ୍କଳ ଭାରତୀ ବିଦୁଷ ସଭା ଓ ପାର୍ବତୀ ଗୋବିନ୍ଦ ସାହିତ୍ୟ ସଂସଦ ପକ୍ଷରୁ ସାରସ୍ୱତ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଉତ୍କଳ ଭାରତୀ ବିଦୁଷ ସଭା ଓ ପାର୍ବତୀ ଗୋବିନ୍ଦ ସାହିତ୍ୟ ସଂସଦ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ସାରସ୍ୱତ କାର୍ଯ୍ୟକ୍ରମ ଓ ଶାରଦୀୟ ପତ୍ରିକା…

ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ଓଡ଼ିଆ ସାହିତ୍ୟ ପତ୍ରିକା ସମ୍ପାଦକ ସମ୍ମିଳନୀ ଓ ଆଲୋଚନା ଚକ୍ର

ଭୁବନେଶ୍ବର: ସମୟର ସ୍ବର ଶୁଣିବା ଓ ଚିହ୍ନିବା ଜଣେ ସାହିତ୍ୟ ପତ୍ରିକାର ସମ୍ପାଦକଙ୍କ ଦାୟିତ୍ବ୤ ବାସ୍ତବ କବିତା ବା ଗଳ୍ପ ସଂଗ୍ରହ କରିବା ଓ ଏହାର ପ୍ରଚାର…

ପ୍ରଖ୍ୟାତ ଓଡ଼ିଆ ସାହିତ୍ୟିକ ହରପ୍ରସାଦ ୨୬ତମ ମୂର୍ତ୍ତିଦେବୀ ସମ୍ମାନ ପାଇବେ

ରାଉରକେଲା: ବିଶିଷ୍ଟ କବି ତଥା ସମାଲୋଚକ ଡକ୍ଟର ହରପ୍ରସାଦ ଦାସ ଦ୍ବିତୀୟ ଓଡ଼ିଆ ଭାବେ ସମ୍ମାନଜନକ ୨୬ତମ ମୂର୍ତ୍ତିଦେବୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି୤ ‘ମହାଭାରତ’ ମହାକାବ୍ୟର…

-: ପାଠକୀୟ ମତାମତ :-

 ଏହି ୱେବ୍‌ସ୍ଥଳୀରେ ଓଡ଼ିଆରେ କିପରି ଲେଖିବେ!
ଏହି ପୃଷ୍ଠାର ଶୀର୍ଷ ଭାଗରେ ଦିଆଯାଇଥିବା <ଫୋନେଟିକ୍ ବା ଅନ୍ୟ କି-ବୋର୍ଡ୍ > ଚୟନକରି ଓଡ଼ିଆରେ ଟାଇପ୍ କରନ୍ତୁ। ସେଥି ମଧ୍ୟରୁ ଫୋନେଟିକ୍ କି-ବୋର୍ଡ୍ ରେ ଟାଇପ୍ କରିବା ଖୁବ୍ ସହଜ। ପ୍ରଦତ୍ତ Inscript ଓ Modular କି-ବୋର୍ଡ୍ ଅଭିଜ୍ଞ ବ୍ୟକ୍ତିଙ୍କ ନିମନ୍ତେ ପ୍ରଯୁଜ୍ୟ। ଓଡ଼ିଆରେ ଟାଇପ୍ କରିବା ପାଇଁ, ଏହି ୱେବ୍‌ସ୍ଥଳୀରେ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ।

ଇଂରାଜୀରୁ-ଓଡ଼ିଆରେ କିପରି ଟାଇପ୍ କରିବେ, ନିମ୍ନ ମାର୍ଗଦର୍ଶିକା ଇ-ପୁସ୍ତିକାରେ ସବିଶେଷ ସୂଚନା ଦିଆଯାଇଛି (୩ଟି ପ୍ରକାର ଓଡ଼ିଆ କି-ବୋର୍ଡ୍ ଅନୁଯାୟୀ)।

F12 (କିମ୍ବା Fn + F12) ବୋତାମ୍‌ ଟିପି, ଇଂରାଜୀ ଓ ଓଡ଼ିଆ କି-ବୋର୍ଡ୍ ମଧ୍ୟରେ ଅଦଳବଦଳ କରିପାରିବେ।

ଆପଣଙ୍କ ନାମ *

ଇ-ମେଲ୍ *

ସହର ଓ ରାଜ୍ୟ/ଦେଶର ନାମ *

ଉପରୋକ୍ତ ଲେଖା ଉପରେ ଆପଣଙ୍କ ମନ୍ତବ୍ୟ *

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP