ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଆଶିଷ କୁମାର କର
ଆଶିଷ କୁମାର କର ଷ୍ଟେଟ୍‌ ବ୍ୟାଙ୍କ୍‌ର ଜଣେ ପଦସ୍ଥ ଅଧିକାରୀ ଭାବେ ଅବସର ଗ୍ରହଣ କରିଥିବା ଆଶିଷ କୁମାର କର ମୁଖ୍ୟତଃ ଜଣେ କ୍ଷୁଦ୍ରଗଳ୍ପ ଲେଖକ୤ ବିଶିଷ୍ଟ ଗାନ୍ଧୀବାଦୀ ସମାଜସେବୀ ଆନ୍ନା ହଜାରେଙ୍କ ଉପରେ ଶ୍ରୀ କରଙ୍କ ‘ବିଳ୍ପବୀ ଫକୀର’ ନାମକ ଏକ ପୁସ୍ତକ ପ୍ରକାଶିତ ହୋଇଛି୤ ସମ୍ପ୍ରତି ସେ ‘ସାସ୍ବତ ଭାରତ’ ନାମକ ଏକ ଦ୍ବିଭାଷିକ ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟରତ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ