ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଜଗନ୍ନାଥ ଦାସ
ଅତିବଡ଼ୀ ନାମରେ ପରିଚିତ କବି ଜଗନ୍ନାଥ ଦାସ ପଞ୍ଚଦଶ ଶତାବ୍ଦୀରେ ସଂସ୍କୃତ ଭାଗବତକୁ ନବାକ୍ଷରୀ ଓଡ଼ିଆରେ ରଚନା କରି ବହୁ ଲୋକପ୍ରିୟ ହୋଇଥିଲେ୤ ଆଜି ମଧ୍ୟ ତାଙ୍କ ରଚିତ ଭାଗବତ ଓଡ଼ିଶାର ଲୋକମାନଙ୍କ ମଧ୍ୟରେ ପ୍ରଚାର ଓ ପ୍ରସାରିତ ହେଉଛି୤ ଓଡ଼ିଆ ସାହିତ୍ୟକୁ ତାଙ୍କର ଉଲ୍ଲେଖନୀୟ ଅବଦାନ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ନାମରେ ରାଜ୍ୟର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ପ୍ରଦାନ କରାଯାଉଛି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ