ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ରମେଶ ଚନ୍ଦ୍ର ଦାସ
ରମେଶ ଚନ୍ଦ୍ର ଦାସ ରମେଶ ଚନ୍ଦ୍ର ଦାସ ଜଣେ ଲେଖକ ସହିତ ଆଲୋଚକ, ବିଶେଷ ଭାବେ ଶିଶୁ ସାହିତ୍ୟିକ ଭାବେ ସୁପରିଚିତ୤ କିଛି ବର୍ଷ ପୂର୍ବେ ଜଣେ ବ୍ୟାଙ୍କ୍‌ ଅଧିକାରୀଭାବେ କାର୍ଯ୍ୟରତ ଶ୍ରୀ ଦାସ ସ୍ବେଚ୍ଛାକୃତ ଅବସର ନେଇ ସାହିତ୍ୟ ଚର୍ଚ୍ଚା ଓ ଲେଖକଭାବେ ସକ୍ରିୟ ଅଛନ୍ତି୤ ତାଙ୍କର ପ୍ରକାଶିତ ପୁସ୍ତକ ମଧ୍ୟରେ ‘ଶିଶୁ ସାହିତ୍ୟ ଚର୍ଚ୍ଚା’ ଆଲୋଚନା ପୁସ୍ତକ ରହିଥିଲାବେଳେ ତାଙ୍କ ରଚିତ ଅନେକ ଲେଖା ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ ହୋଇ ପାଠକୀୟ ଆଦୃତି ଲାଭ କରିଛି୤ ସମ୍ପ୍ରତି ଓଡ଼ିଆ ଶିଶୁ ସାହିତ୍ୟ ଗବେଷଣା ପରିଷଦର ପରିଚାଳନା ସଦସ୍ୟ ଥିବା ଶ୍ରୀ ଦାସ ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ସହିତ ମଧ୍ୟ ଜଡ଼ିତ ଅଛନ୍ତି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ