ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସୁବ୍ରତ ପ୍ରିୟବ୍ରତ ମହାନ୍ତି
ସୁବ୍ରତ ପ୍ରିୟବ୍ରତ ମହାନ୍ତି ଜଣେ ନାଟ୍ୟକାର, ଔପନ୍ୟାସିକ, ଗାଳ୍ପିକ ସହିତ କବି ଭାବେ ସୁବ୍ରତ ପ୍ରିୟବ୍ରତ ମହାନ୍ତି ପରିଚିତ୤ ଏହା ବ୍ୟତୀତ ଶ୍ରୀ ମହାନ୍ତି ବିଭିନ୍ନ ଚଳଚ୍ଚିତ୍ର ବ୍ୟକ୍ତିଙ୍କ ଜୀବନୀ ଲେଖାକୁ ମଧ୍ୟ ସମ୍ପାଦିତ କରିଛନ୍ତି୤ ତାଙ୍କର ପ୍ରକାଶିତ ପୁସ୍ତକ ମଧ୍ୟରେ ‘ସାପୁଆ’ ଓ ‘ରାତ୍ରିର ଦିଗ୍‌ବଳୟ’ ଆଦି ନାଟକ ଅନ୍ୟତମ୤ ଏହା ବ୍ୟତୀତ ତାଙ୍କର ଅନେକ କ୍ଷୁଦ୍ରଗଳ୍ପ ଓ କବିତା ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ ହୋଇ ପାଠକୀୟ ଆଦୃତି ଲାଭ କରିଛି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ