ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଫକୀରମୋହନ ସେନାପତି
ଫକୀରମୋହନ ସେନାପତି ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ସହିତ ସ୍ବତନ୍ତ୍ର ଓଡ଼ିଆ ଭାଷା ଆନ୍ଦୋଳର ଜଣେ କର୍ଣ୍ଣଧାର ଭାବେ ବ୍ୟାସକବି ଫକୀର ମୋହନ ସେନାପତି(୧୮୪୩-୧୯୧୮)ଙ୍କ ଅବଦାନ ଅନସ୍ବୀକାର୍ଯ୍ୟ୤ ଆଧୁନିକ ଓଡ଼ିଆ ସାହିତ୍ୟର ଜଣେ କାଳଜୟୀ ସ୍ରଷ୍ଟା ସହିତ ସରଳ ଓ ସାବଲୀଳ ଭାଷାରେ ଲେଖିଥିବା ତାଙ୍କର ସମସ୍ତ ସୃଷ୍ଟିଗୁଡ଼ିକ ଓଡ଼ିଆ ସାହିତ୍ୟର ଗୋଟିଏ ଗୋଟିଏ ରତ୍ନ୤ ସାମାଜିକ ବ୍ୟବସ୍ଥା ଆଲୋଚନା ସହିତ କୁସଂସ୍କାର ଦୂର କରିବା ଦିଗରେ ତାଙ୍କର ଲେଖାଗୁଡିକ ଗୋଟିଏ ଲେଖା ମାଇଲ୍ଖୁଣ୍ଟ ସଦୃଶ୤ ଛ ମାଣ ଆଠଗୁଣ୍ଠ, ମାମୁଁ ପରି ଉପନ୍ୟାସ ସହିତ ରେବତୀ, ରାଣ୍ଡିପୁଅ ଅନନ୍ତା, ପେଟେଣ୍ଟ ମେଡିସିନ୍‌ ଆଦି ତାଙ୍କର ବହୁ ଚର୍ଚ୍ଚିତ କ୍ଷୁଦ୍ରଗଳ୍ପ ମଧ୍ୟରୁ ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ