ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସ୍ବଭାବ କବି ଗଙ୍ଗାଧର ମେହେର
ସ୍ବଭାବ କବି ଗଙ୍ଗାଧର ମେହେର ଏକାଧାରରେ ସ୍ବାଭାବ କବି ଏବଂ ପ୍ରକୃତି କବି ଭାବେ ପରିଚିତ ଗଙ୍ଗାଧର ମେହେର ଓଡ଼ିଆ ସାହିତ୍ୟରେ ଏକ ପ୍ରତିଷ୍ଠିତ ସ୍ରଷ୍ଟା୤ ତାଙ୍କ ଦ୍ବାରା ରଚିତ ତପସ୍ବିନୀ, ପ୍ରଣୟ ବଲ୍ଲରୀ ଓ ଅର୍ଘ୍ୟଥାଳୀ ଆଦି କାବ୍ୟ କବିଙ୍କର ଗୋଟିଏ ଗୋଟିଏ କାଳଜୟୀ ସୃଷ୍ଟି୤ ବିଶେଷ କରି ପୌରାଣିକ ବିଷୟ ଏବଂ ପ୍ରକୃତିର ଶୋଭାରାଜି ଉପରେ କବିଙ୍କ ରଚନା ବେଶ୍ ହୃଦୟସ୍ପର୍ଶୀ୤ ଗୌରବ-ମଣ୍ଡିତ ପ୍ରାଚୀନ ସାହିତ୍ୟର ପରମ୍ପରା ସଂରକ୍ଷଣ ସହ ଉନ୍ନତ ଭାଷା ଓ ଭାବର ଉପାଦାନରେ ନବୀନ ସାହିତ୍ୟର ସୃଷ୍ଟି ମେହେର-ସାହିତ୍ୟର ବୈଷିଷ୍ଟ୍ୟ ଅଟେ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ