ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଗୋବିନ୍ଦ ତ୍ରିପାଠୀ
ଗୋବିନ୍ଦ ତ୍ରିପାଠୀ(୧୮୯୯-୧୯୬୨) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଏକ ଉଲ୍ଲେଖଯୋଗ୍ୟ ବ୍ୟକ୍ତିତ୍ବ୤ କେତୋଟି ଉପନ୍ୟାସ ଏବଂ ନାଟକ ଲେଖିଥିଲେ ସୁଦ୍ଧା ବିଭିନ୍ନ ବିଷୟ ଉପରେ ତାଙ୍କ ଦ୍ବାରା ଲିଖିତ ପ୍ରବନ୍ଧଗୁଡ଼ିକ ପାଇଁ ସେ ପ୍ରତିଷ୍ଠା ଲାଭ କରିଥିଲେ୤ ତାଙ୍କ ପ୍ରବନ୍ଧଗୁଡ଼ିକରେ ଓଡ଼ିଆ ଏବଂ ଓଡ଼ିଶାର ସ୍ବାଭିମାନର ଚିତ୍ର ବେଶ୍‌ ବଳିଷ୍ଠ ରୁପରେ ପର୍ଯ୍ୟବେଶିତ୤ ତାଙ୍କ ରଚିତ ପ୍ରବନ୍ଧଗୁଡ଼ିକରେ ଜୀବନ ଓ ସାହିତ୍ୟ ସମେତ ଜାତୀୟତାର ଭାବନା ପ୍ରତିଫଳିତ ହୋଇଥିଲା୤ ସେ ଓଡ଼ିଆ ପ୍ରବନ୍ଧ ସାହିତ୍ୟ ଇତିହାସରେ ଏକ ଅଭିନବ ରୀତି ପ୍ରବର୍ତ୍ତନ କରି ନିଜପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଯାଇଛନ୍ତି୤ତାଙ୍କ ରଚିତ ପ୍ରବନ୍ଧ ସଙ୍କଳନ ମଧ୍ୟରେ ବଟୁଆ, କଖାରୁ ଫୁଲ, ଆକାଶ କଇଁଆ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ