ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଗୋଦାବରୀଶ ମହାପାତ୍ର
ଗୋଦାବରୀଶ ମହାପାତ୍ର ଜଣେ ବିଶିଷ୍ଟ ସମାଳୋଚନାମୂଳକ ସାହିତ୍ୟିକ ଭାବେ ସୁପରିଚିତ ସ୍ବର୍ଗତ ଗୋଦାବରିଶ ମହାପାତ୍ର ଓଡ଼ିଆ ସାହିତ୍ୟରେ ଜଣେ ଅଦ୍ବିତୀୟ ସ୍ରଷ୍ଟା୤ ନିଆଁଖୁଣ୍ଟା ନାମକ ପତ୍ରିକା ମାଧ୍ୟମରେ ସମାଜରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିଥିବା ଶ୍ରୀ ମହାପାତ୍ର ଏକାଧାରରେ ଜଣେ କବି, ଗାଳ୍ପିକ, ପ୍ରାବନ୍ଧିକ ଏବଂ ଶିଶୁ ସାହିତ୍ୟିକ୤ କେନ୍ଦ୍ର ସାହିତ୍ୟ ଏକାଡେମୀ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିବା ଶ୍ରୀ ମହାପାତ୍ରଙ୍କ ଅନେକ ଲେଖା ରାଜନୈତିକ ପୃଷ୍ଠଭୂମି ଉପରେ ପର୍ଯ୍ୟବେଶିତ୤ ତାଙ୍କର ପ୍ରକାଶିତ ପୁସ୍ତକ ଗୁଡ଼ିକ ମଧ୍ୟରେ ଉଠକଙ୍କାଳ, ବଙ୍କା ଓ ସିଧା, କଣ୍ଟାଫୁଲ, ନୀଳମାଷ୍ଟ୍ରାଣୀ, ଗରିବର ଭଗବାନ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ