ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କିଶୋରୀ ଚରଣ ଦାସ
କିଶୋରୀ ଚରଣ ଦାସ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ସହିତ ଜଣେ ବଳିଷ୍ଠ ସାହିତ୍ୟିକ ଭାବେ କିଶୋରୀ ଚରଣ ଦାଶ(୧୯୨୪-୨୦୦୪)ଙ୍କ ଲେଖାଗୁଡ଼ିକ ଅଜସ୍ର ପାଠକୀୟ ସ୍ବୀକୃତି ଲାଭ କରିଛି। ଉଭୟ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଶ୍ରୀ ଦାଶ ଲେଖନୀ ଚାଳନା କରିବା ସହିତ ଜଣେ ଅନୁବାଦକ ଭାବେ ମଧ୍ୟ ପ୍ରତିଷ୍ଠା ଲାଭ କରିଥିଲେ। ସରଳ ଓ ସାବଲୀଳ ଭାଷା ବ୍ୟବହାର କରୁଥିବା ଶ୍ରୀ ଦାଶଙ୍କର ସମସ୍ତ ଲେଖାରେ ସାଧାରଣ ଲୋକଙ୍କର ଜୀବନଶୈଳୀ ସହିତ ଦୈନନ୍ଦିନ ଜୀବନର ଅନୁଭୂତି ଓ ରୋମାଞ୍ଚ ଭରି ରହିଛି। ଓଡ଼ିଶା ସାହିତ୍ୟ ଏକାଡ଼େମୀ ପୁରସ୍କାର ସହିତ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଥିଲେ। ତାଙ୍କର ଉଲ୍ଲେଖନୀୟ କୃତି ମଧ୍ୟରେ "ଠାକୁର ଘର" ଓ "ଖେଳରନାମ ରଙ୍ଗ" ଆଦି କ୍ଷୁଦ୍ରଗଳ୍ପ ସଙ୍କଳନ, "ମନ କାମନା" କବିତା ସଙ୍କଳନ, "ଲେଖକର ସଂସାର-ପ୍ରବନ୍ଧ ସଙ୍କଳନ" ଏବଂ "ସାତୋଟି ଦିନର ସତୀ" ପରି ଉପନ୍ୟାସ ଆଦି ଅନ୍ତର୍ଭୁକ୍ତ।
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ