ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କୁନ୍ତଳା କୁମାରୀ ସାବତ
କୁନ୍ତଳା କୁମାରୀ ସାବତ ଉତ୍କଳଭାରତୀ କୁନ୍ତଳା କୁମାରୀ ସାବତ(୧୯୦୦-୧୯୩୮) ନାରୀ କବି ଭାବରେ ଓଡ଼ିଶା ସାହିତ୍ୟରେ ଏକ ସୁପରିଚିତ ନାମ୤ ଉଭୟ ଗୁଣ ଓ ପରିଣାମରେ ପ୍ଲାବନ କଲାଭଳି ସେପରି ସାହିତ୍ୟିକ ବ୍ୟକ୍ତିତ୍ବ ଏପର୍ଯ୍ୟନ୍ତ ଓଡ଼ିଆ ନାରୀ ଜଗତରେ ଦେଖା ଦେଇନାହିଁ୤ ତାଙ୍କର ଲେଖାଗୁଡ଼ିକରେ କବି ପ୍ରବଣତା, କୁସଂସ୍କାର ଦୂର କରିବାର ପ୍ରଚେଷ୍ଟା ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ସହିତ ଦାର୍ଶନିକ ଭାବର ଅନୁପମ ଚିତ୍ର ଆଦି ପ୍ରତିଫଳିତ ହୋଇଛି୤ ମାତ୍ର ୩୮ ବର୍ଷର ଜୀବନ ମଧ୍ୟରେ ସେ ରଚନା କରିଥିବା କବିତା ସଙ୍କଳନ ଅଞ୍ଜଳି, ଅର୍ଚ୍ଚନା, ଆହ୍ବାନ ସମେତ ୯ଟି ଉପନ୍ୟାସ ଆଦି ତାଙ୍କର ଉଲ୍ଲେଖନୀୟ ସୃଷ୍ଟି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ