ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ମହାପାତ୍ର ନୀଳମଣି ସାହୁ
ମହାପାତ୍ର ନୀଳମଣି ସାହୁ ମହାପାତ୍ର ନୀଳମଣି ସାହୁ (୧୯୨୬-୨୦୧୬) ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଜଣେ ପ୍ରବୀଣ ସାରସ୍ବତ ସାଧକ। ସେ ଗଳ୍ପ, ଉପନ୍ୟାସ, କବିତା, ପ୍ରବନ୍ଧ, ରମ୍ୟରଚନା, ଫିଚର, ଶିଶୁ ସାହିତ୍ୟ, ଅନୁବାଦ ଆଦି ସବୁ ବିଭାଗରେ ନିଜର ସିଦ୍ଧହସ୍ତତା ପ୍ରମାଣିତ କରିଛନ୍ତି। ତାଙ୍କର ଅମର କୃତି ଲାଗି ସେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସାରଳା ପରୁସ୍କାର ଓ ଭାରତୀୟ ଭାଷା ପରିଷଦ ପକ୍ଷରୁ କୋଣାର୍କ ପୁରସ୍କାର ସମେତ ବହୁ ପୁରସ୍କାର ଓ ସମ୍ମାନ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛିନ୍ତି। ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧ ଯେଉଁ କେତେଜଣ ପ୍ରତିଭାଶାଳୀ କଥାଶିଳ୍ପୀ ଆମ କଥା ସାହିତ୍ୟକୁ ରୁଦ୍ଧିମନ୍ତ କରିଛନ୍ତି, ସେମାନଙ୍କ ମଧ୍ୟରେ ମହାପାତ୍ର ନୀଳମଣି ସାହୁ ଅନ୍ୟତମ।
ପ୍ରକାଶିତ ଲେଖା