ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଡକ୍ଟର ମାୟାଧର ମାନସିଂହ
ଡକ୍ଟର ମାୟାଧର ମାନସିଂହ ଓଡ଼ିଆ ସାହିତ୍ୟରେ ପ୍ରେମ ଓ ପ୍ରଣୟର କବି ଭାବେ ପରିଚିତ ମାୟାଧର ମାନସିଂହ(୧୯୦୫-୧୯୭୩) ଜଣେ ବହୁମୁଖୀ ପ୍ରତିଭାଶାଳୀ ବ୍ୟକ୍ତିତ୍ବ୤ ବିପୁଳ କାବ୍ୟକୃତି ବ୍ୟତୀତ ବହୁ ନାଟକ ନାଟିକା, ମନନଶୀଳ ପ୍ରବନ୍ଧ, ସାହିତ୍ୟ ସମାଲୋଚନା, ଜୀବନୀ, ଆତ୍ମଜୀବନୀ, ଭ୍ରମଣବୃତ୍ତାନ୍ତ ଇତ୍ୟାତି ରଚନା କରି ସେ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଛନ୍ତି୤ କବିଙ୍କ ଦ୍ବାରା ରଚିତ ଧୂପ, ହେମପୁଷ୍ପ, ହେମଶସ୍ୟ, କୋଣାର୍କ ଆଦି କାବ୍ୟ ଗୋଟିଏ ଗୋଟିଏ ଚର୍ଚ୍ଚିତ ସୃଷ୍ଟି୤ ଓଡ଼ିଶା ବାହାରେ ଓଡ଼ିଆସାହିତ୍ୟ ଓ ସଂସ୍କୃତିକୁ ପରିଚିତ କରିବା ନିମନ୍ତେ କବିଙ୍କ ଇଂରାଜୀ ଭାଷାରେ ଲେଖନୀ ଚାଳନା ଉଦ୍ୟମ ବେଶ୍ ପ୍ରଶଂସନୀୟ ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ