ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ନୀଳକଣ୍ଠ ଦାସ
ନୀଳକଣ୍ଠ ଦାସ ଏକାଧାରରେ ଜଣେ ସ୍ବାଧୀନତା ସଂଗ୍ରାମୀ, ରାଜନେତା, ଶିକ୍ଷାବୀତ୍‌ ଏବଂ ସାହିତ୍ୟିକ ଭାବେ ପଣ୍ଡିତ ନୀଳକଣ୍ଠ ଦାସ(୧୮୮୪-୧୯୬୭) ୧୯୩୬ ମସିହାରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଜଣେ ପ୍ରମୁଖ ବିନ୍ଧାଣୀ୤ ତାଙ୍କ ଦ୍ବାରା ସମ୍ପାଦିତ "ନବଭାରତ" ପତ୍ରିକା ମାଧ୍ୟରେ ସେତେବେଳର ଓଡ଼ିଆ ସାହିତ୍ୟର ପ୍ରଚାର ଓ ପ୍ରସାର ପାଇଁ ସେ ଅନେକ କାର୍ଯ୍ୟ କରିଥିଲେ୤ ଏହା ସହିତ ନିଜର ଲେଖା ମାଧ୍ୟମରେ ସେ ଓଡ଼ିଆ ଭାଷା ଓ ସାହିତ୍ୟରେ ଏକ ନୂତନ ଜାଗରଣ ସୃଷ୍ଟି କରିପାରିଥିଲେ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ