ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଫତୁରାନନ୍ଦ
ଫତୁରାନନ୍ଦ ଓଡ଼ିଆ କଥା ସାହିତ୍ୟରେ ଜଣେ ବଳିଷ୍ଠ ଏବଂ ଶାଣିତ ବ୍ୟଙ୍ଗ ସାହିତ୍ୟିକ ଭାବେ ଫତୁରାନନ୍ଦ ପରିଚିତ୤ ନିଜର ପ୍ରକୃତ ନାମ ରାମଚନ୍ଦ୍ର ମିଶ୍ରକୁ ପରିବର୍ତ୍ତନ କରି ଫତୁରାନନ୍ଦ ନାଁରେ ପରିଚିତ ହେବା ପରେ ନିରୁତା ବ୍ୟଙ୍ଗ ରଚନା ପାଇଁ ସେ ବେଶ୍ ପାଠକୀୟ ସ୍ବୀକୃତି ହାସଲ କରିଥିଲେ୤ ତାଙ୍କର ରଚନା ମଧ୍ୟରେ “ନାକଟା ଚିତ୍ରକର”, “ସାହିତ୍ୟଚାଷ”, “ଫମାଲୋଚନା”, “ଅମୃତ ବେହିଆ” ଆଦି ଅନ୍ୟତମ୤ ଫତୁରାନନ୍ଦଙ୍କ “ମୋ ଫୁଟା ଡଙ୍ଗାର କାହାଣୀ” ନାମକ ଆତ୍ମଜୀବନୀ ସମକାଳୀନ ସାମ୍ପ୍ରତିକ ବ୍ୟଙ୍ଗ ରଚନାରେ ଏକ ଅନବଦ୍ୟ ସୃଷ୍ଟି୤ ଓଡ଼ିଆ ସାହିତ୍ୟରେ ସାମ୍ପ୍ରତିକ ବ୍ୟଙ୍ଗଲେଖକମାନଙ୍କ ପାଇଁ ଫତୁରାନନ୍ଦଙ୍କ ଲେଖା ସର୍ବଦା ପ୍ରେରଣାଦାୟୀ ହୋଇ ରହିବ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ