ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ରବି ଶତପଥୀ
ରବି ଶତପଥୀ ସାମ୍ପ୍ରତିକ ତରୁଣ ଓଡ଼ିଆ କବିଙ୍କ ମଧ୍ୟରେ ଯେଉଁକେତେଜଣ ନିଜର ଲେଖା ମାଧ୍ୟମରେ ନିଜପାଇଁ ଏକ ଅଲଗା ସ୍ଥାନ ସୃଷ୍ଟି କରିପାରିଛନ୍ତି, ସେମାନଙ୍କ ମଧ୍ୟରେ ରବି ଶତପଥୀ ଅନ୍ୟତମ୤ ସମ୍ପ୍ରତି ଓଡିଆ ଅଧ୍ୟାପକ ଭାବେ କାର୍ଯ୍ୟରତ ଶ୍ରୀ ଶତପଥୀଙ୍କ କବିତା ବିଭିନ୍ନ ପତ୍ର ପତ୍ରିକାରେ ପ୍ରକାଶିତ ହୋଇ ପ୍ରଶଂସିତ ହୋଇଛି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ