ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ରାଜକିଶୋର ରାୟ
ରାଜକିଶୋର ରାୟ ଜଣେ ଅଧ୍ୟାପକ ଭାବେ କର୍ମମୟ ଜୀବନ ଆରମ୍ଭ କରିଥିବା ରାଜକିଶୋର ରାୟ(୧୯୧୪-୧୯୯୮) ଓଡ଼ିଆ ସାହିତ୍ୟରେ ସୁପରିଚିତ, ସୁପଠିତ ଓ ସୁପ୍ରିୟଲେଖକ୤ ତାଙ୍କ ରଚିତ ପ୍ରତ୍ୟେକ କ୍ଷୁଦ୍ରଗଳ୍ପର ବିଷୟବସ୍ତୁ ସାମାଜିକ ଘଟଣାବଳୀ ଉପରେ ପର୍ଯ୍ୟବେଶିତ ଥିଲେ ହେଁ ପ୍ରତ୍ୟେକଟି ଲେଖା ଅନ୍ୟଠାରୁ ସ୍ବତନ୍ତ୍ର୤ ଗଳ୍ପର ବିଷୟବସ୍ତୁ ନିର୍ବାଚନରେ, ତାହାର ଆରମ୍ଭ ଓ ଶେଷରେ ଉତ୍କଣ୍ଠା, ବାସ୍ତବତା,ଆକସ୍ମିକତାର ପରିବେଷଣ କୌଶଳ ବିଚାରରୁ ପୁଣି ସମସ୍ୟା ଉପସ୍ଥାପନ କରି ତାହାର ସମାଧାନକୁ ପାଠକଙ୍କ ହାତରେ ଛାଡ଼ି ଦେଇଥିବା ସିଦ୍ଧାନ୍ତ ପାଇଁ ଗାଳ୍ପିକ ଶ୍ରୀ ରାୟ ବେଶ୍ ପରିଚିତ୤ ଶ୍ରୀ ରାୟଙ୍କ ବିଭିନ୍ନ ଗଳ୍ପଗ୍ରନ୍ଥ ମଧ୍ୟରେ ନୀଳ ଲହରୀ, ଜୟଶଙ୍ଖ, ବିକଚ ଶତଦଳ, ମଧ୍ୟାହ୍ନର ମରୁପଥେ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ