ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ରଜତ କୁମାର ମିଶ୍ର
ରଜତ କୁମାର ମିଶ୍ର ଓଡ଼ିଶାଠାରୁ ଦୂରରେ ରହି ମଧ୍ୟ ଓଡ଼ିଆ ଓ ଓଡ଼ିଶାକୁ ଭଲ ପାଉଥିବା ରଜତ କୁମାର ମିଶ୍ରଙ୍କ କବିତା ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ ହୋଇ ପାଠକୀୟ ସ୍ବୀକୃତି ହାସଲ କରିଛି୤ ଶ୍ରୀ ମିଶ୍ର କବିତା, ପ୍ରବନ୍ଧ ଓ ଗଳ୍ପ ଆଦି ରଚନା କରି ଜଣେ ଉଦୀୟମାନ ଲେଖକ ଭାବେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ