ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ତ୍ରିନାଥ ସିଂହ
ତ୍ରିନାଥ ସିଂହ ଜଣେ ସରକାରୀ ଚାକିରିଆ ହୋଇ ମଧ୍ୟ ଜଣେ କବି ଭାବେ ତ୍ରିନାଥ ସିଂହ ଓଡ଼ିଆ ପାଠକଙ୍କ ନିକଟରେ ବେଶ୍‌ ପରିଚିତ୤ ତାଙ୍କର ପ୍ରକାଶିତ କବିତା ଗ୍ରନ୍ଥ ମଧ୍ୟରେ ଫେରନ୍ତା ପକ୍ଷୀ ଓ କୋଳାହଳ ଆଦି ଅନ୍ୟତମ୤ ବିଭିନ୍ନ ପତ୍ରପତ୍ରିକାରେ ତାଙ୍କର ଅନେକ କବିତା ପ୍ରକାଶିତ ହୋଇ ପାଠକୀୟ ସ୍ବୀକୃତି ଲାଭ କରିଛି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ