ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ନିଶବ୍ଦ

  • ବିଶାଳ ଗଗନ ତଳେ ଅଛି ସେଇ ସବୁଜ ଧରଣୀ
    ସମୁଦ୍ରର ସେଇ ଗର୍ଜନ ବି,
    ଅଛି ପୁଣି କୋକିଳର କୁହୁତାନ
    ତଥାପି ଲାଗେ କାହିଁକି ଏତେ ଶୁନ୍‌ଶାନ୍।

    ଅଛି ସେଇ ଚିହ୍ନା ଅଚିହ୍ନା ମଣିଷଙ୍କ ଭିଡ
    ସହ ଖଟା ମିଠା ଅନୁଭୂତି ଯେତେ
    ଅଛି ପୁଣି ସଙ୍ଗୀତର ମଧୁର ମୂର୍ଚ୍ଛନା
    ତେବେ ବି ଲାଗେ କାହିଁକି ଏତେ ଶୁନ୍‌ଶାନ୍।

    ବଞ୍ଚିବାର ବାହାନା କିଛି ସତମିଛ
    ଆଗକୁ ଯିବାର ଇଚ୍ଛା ବି,
    ଅଛି ପୁଣି କିଛି ନୁଆ ସ୍ବପ୍ନ
    ତଥାପି ଚାରିଆଡ କାହିଁକି ଏତେ ଶୁନ୍‌ଶାନ୍।

    ପାଠକୀୟ ଆଦୃତି

    ୧୧୪ ଦୃଷ୍ଟି ଆକର୍ଷଣ
    ମତାମତ ସଂଖ୍ୟା

    ତୁଣ୍ଡ ବାଇଦ

    ଅପର୍ଣ୍ଣା ଦତ୍ତ, କେନ୍ଦୁଝର

    -: ଆଉ କେତୋଟି କବିତା :-

    ପ୍ରେମ

    -: ପାଠକୀୟ ମତାମତ :-

     ଏହି ୱେବ୍‌ସ୍ଥଳୀରେ ଓଡ଼ିଆରେ କିପରି ଲେଖିବେ!
    ଏହି ପୃଷ୍ଠାର ଶୀର୍ଷ ଭାଗରେ ଦିଆଯାଇଥିବା <ଫୋନେଟିକ୍ ବା ଅନ୍ୟ କି-ବୋର୍ଡ୍ > ଚୟନକରି ଓଡ଼ିଆରେ ଟାଇପ୍ କରନ୍ତୁ। ସେଥି ମଧ୍ୟରୁ ଫୋନେଟିକ୍ କି-ବୋର୍ଡ୍ ରେ ଟାଇପ୍ କରିବା ଖୁବ୍ ସହଜ। ପ୍ରଦତ୍ତ Inscript ଓ Modular କି-ବୋର୍ଡ୍ ଅଭିଜ୍ଞ ବ୍ୟକ୍ତିଙ୍କ ନିମନ୍ତେ ପ୍ରଯୁଜ୍ୟ। ଓଡ଼ିଆରେ ଟାଇପ୍ କରିବା ପାଇଁ, ଏହି ୱେବ୍‌ସ୍ଥଳୀରେ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ।

    ଇଂରାଜୀରୁ-ଓଡ଼ିଆରେ କିପରି ଟାଇପ୍ କରିବେ, ନିମ୍ନ ମାର୍ଗଦର୍ଶିକା ଇ-ପୁସ୍ତିକାରେ ସବିଶେଷ ସୂଚନା ଦିଆଯାଇଛି (୩ଟି ପ୍ରକାର ଓଡ଼ିଆ କି-ବୋର୍ଡ୍ ଅନୁଯାୟୀ)।

    F12 (କିମ୍ବା Fn + F12) ବୋତାମ୍‌ ଟିପି, ଇଂରାଜୀ ଓ ଓଡ଼ିଆ କି-ବୋର୍ଡ୍ ମଧ୍ୟରେ ଅଦଳବଦଳ କରିପାରିବେ।

    ଆପଣଙ୍କ ନାମ *

    ଇ-ମେଲ୍ *

    ସହର ଓ ରାଜ୍ୟ/ଦେଶର ନାମ *

    ଉପରୋକ୍ତ ଲେଖା ଉପରେ ଆପଣଙ୍କ ମନ୍ତବ୍ୟ *

    ads
    ବ୍ୟଙ୍ଗ ରଚନା
    ବିଦେଶରେ ସାହିତ୍ୟ
    ଓଡ଼ିଶାର ମହାମନିଷୀ
    ଆମ ଠିକଣା

    ଓଡ଼ିଆସାହିତ୍ୟ
    ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
    କଳିଙ୍ଗ ବିହାର, ଛେଣ୍ଡ୍
    ରାଉରକେଲା-୭୬୯୦୧୫
    ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
    (ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

    ଲେଖା ପଠାନ୍ତୁ  
    ଶୀର୍ଷପୃଷ୍ଠା TOP